Masthead

କରୋନାକୁ ହରାଇଲେ ୧୦,୦୩୬ ଆକ୍ରାନ୍ତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଭୟଙ୍କର କରୋନା ସ୍ଥିତି । ଗୋଟେପଟେ ଆକ୍ରାନ୍ତଙ୍କ ସଂଖ୍ୟ ବଢୁଥିବା ବେଳେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ସୁସ୍ଥ ହେଲେ ଆଉ ୧୦ ହଜାର ୩୬ କୋରୋନା ଆକ୍ରାନ୍ତ । ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୫ ଲକ୍ଷ ୪୬ ହଜାର ୬୩୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୪୭୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୮୧୪, କଟକରୁ ୭୧୮, ଅନୁଗୁଳରୁ ୫୧୦, ବରଗଡ଼ରୁ ୪୫୫, କଳାହାଣ୍ଡିରୁ ୪୩୭, ଯାଜପୁରରୁ ୪୦୭, ଗଞ୍ଜାମରୁ ୩୬୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଏହାସହ ନବରଙ୍ଗପୁରରୁ ୩୫୬, ପୁରୀରୁ ୩୫୧, ବଲାଙ୍ଗିରରୁ ୩୪୨, ଝାରସୁଗୁଡ଼ାରୁ ୩୩୪, ସମ୍ବଲପୁରରୁ ୩୦୦ ଭଦ୍ରକ ୨୫୦, ନୟାଗଡ଼ରୁ ୨୪୫, ଢେଙ୍କାନାଳରୁ ୨୩୬, ବାଲେଶ୍ବରରୁ ୨୩୦, ବୌଦ୍ଧରୁ ୨୧୮, ନୂଆପଡ଼ାରୁ ୨୦୨, ରାୟଗଡ଼ାରୁ ୧୯୯, କେନ୍ଦୁଝରରୁ ୧୮୬, ମୟୂରଭଞ୍ଜରୁ ୧୬୫, ଜଗତସିଂହପୁରରୁ ୧୫୫, ସୋନପୁରରୁ ୧୪୮, କେନ୍ଦ୍ରାପଡ଼ାରୁ ୧୪୧, ଦେବଗଡ଼ରୁ ୧୩୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ