Masthead

କରୋନାକୁ ହରାଇଲେ ୧୦,୦୩୬ ଆକ୍ରାନ୍ତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଭୟଙ୍କର କରୋନା ସ୍ଥିତି । ଗୋଟେପଟେ ଆକ୍ରାନ୍ତଙ୍କ ସଂଖ୍ୟ ବଢୁଥିବା ବେଳେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ସୁସ୍ଥ ହେଲେ ଆଉ ୧୦ ହଜାର ୩୬ କୋରୋନା ଆକ୍ରାନ୍ତ । ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୫ ଲକ୍ଷ ୪୬ ହଜାର ୬୩୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୪୭୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୮୧୪, କଟକରୁ ୭୧୮, ଅନୁଗୁଳରୁ ୫୧୦, ବରଗଡ଼ରୁ ୪୫୫, କଳାହାଣ୍ଡିରୁ ୪୩୭, ଯାଜପୁରରୁ ୪୦୭, ଗଞ୍ଜାମରୁ ୩୬୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଏହାସହ ନବରଙ୍ଗପୁରରୁ ୩୫୬, ପୁରୀରୁ ୩୫୧, ବଲାଙ୍ଗିରରୁ ୩୪୨, ଝାରସୁଗୁଡ଼ାରୁ ୩୩୪, ସମ୍ବଲପୁରରୁ ୩୦୦ ଭଦ୍ରକ ୨୫୦, ନୟାଗଡ଼ରୁ ୨୪୫, ଢେଙ୍କାନାଳରୁ ୨୩୬, ବାଲେଶ୍ବରରୁ ୨୩୦, ବୌଦ୍ଧରୁ ୨୧୮, ନୂଆପଡ଼ାରୁ ୨୦୨, ରାୟଗଡ଼ାରୁ ୧୯୯, କେନ୍ଦୁଝରରୁ ୧୮୬, ମୟୂରଭଞ୍ଜରୁ ୧୬୫, ଜଗତସିଂହପୁରରୁ ୧୫୫, ସୋନପୁରରୁ ୧୪୮, କେନ୍ଦ୍ରାପଡ଼ାରୁ ୧୪୧, ଦେବଗଡ଼ରୁ ୧୩୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ତ୍ରୀକୁ ପିଟି ପିଟି ନୃଶଂସ ଭାବେ ହତ୍ୟାକଲା ସ୍ୱାମୀ 🔴 ଅଗଷ୍ଟ ପହିଲାରେ ରାଜ୍ୟ କ୍ୟାବିନେଟ୍ 🔴 ଅଗଷ୍ଟ ୨ରେ ପିଏମ୍ କିଷାନ ଟଙ୍କା 🔴 ବାପା ହେବା ପରେ ବଦଳିଗଲେ ସରକାରୀ ବାବୁ 🔴 ଭାରତ ଓ ଆମେରିକା ମଧ୍ୟରେ ବଡ ଧରଣର ବାଣିଜ୍ୟିକ ଫାଟ 🔴 ସତର୍କ ସଙ୍କେତ ଉପରେ ବୈତରଣୀ 🔴 ସୁଭଦ୍ରା ଯୋଜନାକୁ ନେଇ ଆସିଲା ଖୁସି ଖବର…. 🔴 OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ରାୟଗଡ଼ାର ଶିକ୍ଷକ ଗିରଫ 🔴 ବିପଦ ସଂକେତ ଘେରରେ ବ୍ରାହ୍ମଣୀ 🔴 ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା 🔴 ସ୍ତ୍ରୀକୁ ପିଟି ପିଟି ନୃଶଂସ ଭାବେ ହତ୍ୟାକଲା ସ୍ୱାମୀ 🔴 ଅଗଷ୍ଟ ପହିଲାରେ ରାଜ୍ୟ କ୍ୟାବିନେଟ୍ 🔴 ଅଗଷ୍ଟ ୨ରେ ପିଏମ୍ କିଷାନ ଟଙ୍କା 🔴 ବାପା ହେବା ପରେ ବଦଳିଗଲେ ସରକାରୀ ବାବୁ 🔴 ଭାରତ ଓ ଆମେରିକା ମଧ୍ୟରେ ବଡ ଧରଣର ବାଣିଜ୍ୟିକ ଫାଟ 🔴 ସତର୍କ ସଙ୍କେତ ଉପରେ ବୈତରଣୀ 🔴 ସୁଭଦ୍ରା ଯୋଜନାକୁ ନେଇ ଆସିଲା ଖୁସି ଖବର…. 🔴 OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ରାୟଗଡ଼ାର ଶିକ୍ଷକ ଗିରଫ 🔴 ବିପଦ ସଂକେତ ଘେରରେ ବ୍ରାହ୍ମଣୀ 🔴 ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା