Masthead

କେଉଁ ଜିଲ୍ଲାରୁ କେତେ ସୁସ୍ଥ ହେଲେ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢୁଛି କରୋନା ସୁସ୍ଥଙ୍କ ସଂଖ୍ୟା । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଠାରୁ  କରୋନା ସୁସ୍ଥଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ରାଜ୍ୟରେ ୧୬୯୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଦିନକରେ ୨୬୧୩ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ଲକ୍ଷ ୬୨ହଜାର ୩୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୨ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୨୮୧, ସୁନ୍ଦରଗଡ଼ରୁ ୨୨୮, ମୟୁରଭଞ୍ଜରୁ ୧୯୯, ଅନୁଗୁଳରୁ ୧୪୫, ବାଲେଶ୍ୱରରୁ ୧୦୬, ପୁରୀରୁ ୮୬, ସୋନପୁରରୁ ୮୫, କେନ୍ଦ୍ରାପଡ଼ାରୁ ୮୪, ଯାଜପୁରରୁ ୭୫, ନୂଆପଡ଼ାରୁ ୭୦, ବରଗଡ଼ରୁ ୬୯, ବଲାଙ୍ଗିରରୁ ୬୯, ଝାରସୁଗୁଡ଼ାରୁ ୬୭, କେନ୍ଦୁଝରରୁ ୬୬, ଭଦ୍ରକରୁ ୬୦, ଜଗତସିଂହପୁରରୁ ୫୫, ସମ୍ବଲପୁରରୁ ୫୪, ଢେଙ୍କାନାଳରୁ ୪୯, କଳାହାଣ୍ଡିରୁ ୪୯, ବୌଦ୍ଧରୁ ୪୬, ଗଞ୍ଜାମରୁ ୪୨, ମାଲକାନଗିରିରୁ ୩୮, କନ୍ଧମାଳରୁ ୩୩, କୋରାପୁଟରୁ ୩୩, ନବରଙ୍ଗପୁରରୁ ୩୩, ନୟାଗଡ଼ରୁ ୩୦, ରାୟଗଡ଼ାରୁ ୨୭, ଗଜପତିରୁ ୧୪, ଦେବଗଡ଼ରୁ ୯ ଏବଂ ଷ୍ଟେଟପୁଲରୁ ୬୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଦୁଇ କିମି ଖଟିଆରେ ବୁହା ହେଲା ଶବ 🔴 ସପ୍ତାହରେ ୩ଥର ଡାଳିମ୍ବ ଖାଇବା ଦ୍ୱାରା ଆପଣଙ୍କୁ ଅନେକ ଆଶ୍ଚର୍ଯ୍ୟଜନକ ଲାଭ ମିଳିଥାଏ…… 🔴 ପୁଣି ଶ୍ରୀମନ୍ଦିରରେ ହିଡେନ୍‌ କ୍ୟାମେରା 🔴 ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ  🔴 ଆସୁଛି ଆଉ ଏକ ଲଘୁଚାପ 🔴 ଭାରତ ଉପରେ ଶୁଳ୍କ ବୃଦ୍ଧି ନେଇ ପୁଣି ଧମକାଇଲେ ଟ୍ରମ୍ପ 🔴 ନାଇଟ୍‌ ସିଫ୍ଟରେ କାମ କରିବା ପାଇଁ ମହିଳା ଦେବେ ସହମତି ପତ୍ର 🔴 ପୁଣି ରେଲୱେ ଟ୍ରାକରେ ଆଇଡି ବିସ୍ଫୋରଣ 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଦୁଇ କିମି ଖଟିଆରେ ବୁହା ହେଲା ଶବ 🔴 ସପ୍ତାହରେ ୩ଥର ଡାଳିମ୍ବ ଖାଇବା ଦ୍ୱାରା ଆପଣଙ୍କୁ ଅନେକ ଆଶ୍ଚର୍ଯ୍ୟଜନକ ଲାଭ ମିଳିଥାଏ…… 🔴 ପୁଣି ଶ୍ରୀମନ୍ଦିରରେ ହିଡେନ୍‌ କ୍ୟାମେରା 🔴 ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ  🔴 ଆସୁଛି ଆଉ ଏକ ଲଘୁଚାପ 🔴 ଭାରତ ଉପରେ ଶୁଳ୍କ ବୃଦ୍ଧି ନେଇ ପୁଣି ଧମକାଇଲେ ଟ୍ରମ୍ପ 🔴 ନାଇଟ୍‌ ସିଫ୍ଟରେ କାମ କରିବା ପାଇଁ ମହିଳା ଦେବେ ସହମତି ପତ୍ର 🔴 ପୁଣି ରେଲୱେ ଟ୍ରାକରେ ଆଇଡି ବିସ୍ଫୋରଣ