Masthead

ରାଜ୍ୟରେ କେତେ ଆକ୍ରାନ୍ତ ସୁସ୍ଥ ହେଲେ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢୁଛି କରୋନା ସୁସ୍ଥଙ୍କ ସଂଖ୍ୟା । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ଦିନକରେ ରାଜ୍ୟରେ ୧୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ୨୦୦୩ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ଲକ୍ଷ ୬୬ହଜାର ୧୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ଅଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୯ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୧୫୯, କଟକରୁ ୧୪୧, ସୁନ୍ଦରଗଡ଼ରୁ ୧୩୧, ଯାଜପୁରରୁ ୧୧୩, ବାଲେଶ୍ୱରରୁ ୧୦୪, ମୟୁରଭଞ୍ଜରୁ ୧୦୧, କଳାହାଣ୍ଡିରୁ ୯୧, କେନ୍ଦ୍ରାପଡ଼ାରୁ ୮୦, ବରଗଡ଼ରୁ ୭୮, ବଲାଙ୍ଗିରରୁ ୭୨, ପୁରୀରୁ ୬୯, କେନ୍ଦୁଝର ଓ କୋରାପୁଟରୁ ୫୩ଜଣ ଲେଖାଏଁ, ଜଗତସିଂହପୁରରୁ ୪୮, ନୂଆପଡ଼ାରୁ ୪୭, ଝାରସୁଗୁଡ଼ାରୁ ୪୬, ନବରଙ୍ଗପୁରରୁ ୪୫, ସୋନପୁରରୁ ୪୩, ଢେଙ୍କାନାଳରୁ ୩୬, ସମ୍ବଲପୁରରୁ ୩୫, ଗଞ୍ଜାମରୁ ୩୩, କଳାହାଣ୍ଡିରୁ ୩୧, ମାଲକାନାଗିରିରୁ ୨୯, ନୟାଗଡ଼ରୁ ୨୪, ଭଦ୍ରକରୁ ୧୭, ରାୟଗଡ଼ାରୁ ୧୬, ଦେବଗଡ଼ରୁ ୧୩, ବୌଦ୍ଧରୁ ୧୧, ଗଜପତିରୁ ୫ ଏବଂ ଷ୍ଟେଟ ପୁଲରୁ ୫୦ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ