Masthead

ରାଜ୍ୟରେ କେତେ ଆକ୍ରାନ୍ତ ସୁସ୍ଥ ହେଲେ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢୁଛି କରୋନା ସୁସ୍ଥଙ୍କ ସଂଖ୍ୟା । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ଦିନକରେ ରାଜ୍ୟରେ ୧୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ୨୦୦୩ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ଲକ୍ଷ ୬୬ହଜାର ୧୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ଅଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୯ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୧୫୯, କଟକରୁ ୧୪୧, ସୁନ୍ଦରଗଡ଼ରୁ ୧୩୧, ଯାଜପୁରରୁ ୧୧୩, ବାଲେଶ୍ୱରରୁ ୧୦୪, ମୟୁରଭଞ୍ଜରୁ ୧୦୧, କଳାହାଣ୍ଡିରୁ ୯୧, କେନ୍ଦ୍ରାପଡ଼ାରୁ ୮୦, ବରଗଡ଼ରୁ ୭୮, ବଲାଙ୍ଗିରରୁ ୭୨, ପୁରୀରୁ ୬୯, କେନ୍ଦୁଝର ଓ କୋରାପୁଟରୁ ୫୩ଜଣ ଲେଖାଏଁ, ଜଗତସିଂହପୁରରୁ ୪୮, ନୂଆପଡ଼ାରୁ ୪୭, ଝାରସୁଗୁଡ଼ାରୁ ୪୬, ନବରଙ୍ଗପୁରରୁ ୪୫, ସୋନପୁରରୁ ୪୩, ଢେଙ୍କାନାଳରୁ ୩୬, ସମ୍ବଲପୁରରୁ ୩୫, ଗଞ୍ଜାମରୁ ୩୩, କଳାହାଣ୍ଡିରୁ ୩୧, ମାଲକାନାଗିରିରୁ ୨୯, ନୟାଗଡ଼ରୁ ୨୪, ଭଦ୍ରକରୁ ୧୭, ରାୟଗଡ଼ାରୁ ୧୬, ଦେବଗଡ଼ରୁ ୧୩, ବୌଦ୍ଧରୁ ୧୧, ଗଜପତିରୁ ୫ ଏବଂ ଷ୍ଟେଟ ପୁଲରୁ ୫୦ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼