Masthead

ରାଜ୍ୟରେ ବଢୁଛି ସୁସ୍ଥଙ୍କ ସଂଖ୍ୟା: ଆଜି କେତେ ସୁସ୍ଥ ହେଲେ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଉପର ମୁହାଁ ହେଉଛି କରୋନା ସୁସ୍ଥଙ୍କ ସଂଖ୍ୟା । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ଦିନକରେ ୧୨୪୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ପୁଣି ଆଜି ୨୦୧୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୨ଲକ୍ଷ ୬୮ହଜାର ୧୧୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୯ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୬୪, ମୟୁରଭଞ୍ଜରୁ ୧୦୩, ସୁନ୍ଦରଗଡ଼ରୁ ୧୦୨, ସୋନପୁରରୁ ୯୯, କେନ୍ଦୁଝରରୁ ୮୯, ବଲାଙ୍ଗିରରୁ ୮୬, ବରଗଡ଼ରୁ ୭୯, ଯାଜପୁରରୁ ୭୫, ଅନୁଗୁଳ ଓ ନବରଙ୍ଗପୁରରୁ ୭୩ଜଣ ଲେଖାଏଁ, ବାଲେଶ୍ୱରରୁ ୭୨, ଜଗତସିଂହପୁରରୁ ୬୭, କଳାହାଣ୍ଡିରୁ ୬୫, ନୟାଗଡ଼ରୁ ୬୩, କେନ୍ଦ୍ରାପଡ଼ାରୁ ୬୧, ସମ୍ବଲପୁରରୁ ୫୩, ପୁରୀରୁ ୪୭, ଝାରସୁଗୁଡ଼ାରୁ ୪୬, ନୂଆପଡ଼ାରୁ ୪୩, ଭଦ୍ରକରୁ ୪୦, ଢେଙ୍କାନାଳରୁ ୩୮, କୋରାପୁଟରୁ ୩୦, ମାଲକାନଗିରିରୁ ୨୯, କନ୍ଧମାଳରୁ ୨୭, ଗଞ୍ଜାମରୁ ୨୨, ବୌଦ୍ଧରୁ ୧୮, ଦେବଗଡ଼ରୁ ୧୫, ରାୟଗଡ଼ାରୁ ୭ ଏବଂ ଷ୍ଟେଟ ପୁଲରୁ ୫୫ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ