Masthead

ଏସଓପି ଅବମାନନା ପଡିଲା ଭାରୀ : ପ୍ରଥମ ମାସର ଦରମା ବନ୍ଦ

କେନ୍ଦୁଝର(ବଡ଼ ଖବର ବ୍ୟୁରୋ): ଦୀର୍ଘ ୯ମାସ ପରେ ସ୍କୁଲ ଖୋଲାହେଲା । ରାଜ୍ୟର ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ କେବଳ ସ୍କୁଲ ଯିବା ପାଇଁ ଅନୁମତି ମିଳିଲା । ଏଥିପାଇଁ କରୋନା ଏସଓପି ଜାରୀ କରାଗଲା । ଏହାକୁ ଅବମାନନା କଲେ ଡିଇଓଙ୍କ ତରଫରୁ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ନିର୍ଦ୍ଦେଶ ମଧ୍ୟ ଦିଆଗଲା । ମାତ୍ର ସ୍କୁଲ ଖୋଲିବାର ପ୍ରଥମ ଦିନରେ ୫ଟି ସ୍କୁଲର ଶିକ୍ଷକଙ୍କ ଦରମା ବନ୍ଦ କରାଯାଇଛି ।

ଏସଓପିକୁ ଅବମାନନା କରିଥିବାରୁ ତାଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ୫ଟି ସ୍କୁଲର ସବୁ ଶିକ୍ଷକ ଓ ଷ୍ଟାଫଙ୍କର ଜାନୁଆରୀ ମାସର ଦରମା ବନ୍ଦ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା