Masthead

ଏସଓପି ଅବମାନନା ପଡିଲା ଭାରୀ : ପ୍ରଥମ ମାସର ଦରମା ବନ୍ଦ

କେନ୍ଦୁଝର(ବଡ଼ ଖବର ବ୍ୟୁରୋ): ଦୀର୍ଘ ୯ମାସ ପରେ ସ୍କୁଲ ଖୋଲାହେଲା । ରାଜ୍ୟର ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ କେବଳ ସ୍କୁଲ ଯିବା ପାଇଁ ଅନୁମତି ମିଳିଲା । ଏଥିପାଇଁ କରୋନା ଏସଓପି ଜାରୀ କରାଗଲା । ଏହାକୁ ଅବମାନନା କଲେ ଡିଇଓଙ୍କ ତରଫରୁ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ନିର୍ଦ୍ଦେଶ ମଧ୍ୟ ଦିଆଗଲା । ମାତ୍ର ସ୍କୁଲ ଖୋଲିବାର ପ୍ରଥମ ଦିନରେ ୫ଟି ସ୍କୁଲର ଶିକ୍ଷକଙ୍କ ଦରମା ବନ୍ଦ କରାଯାଇଛି ।

ଏସଓପିକୁ ଅବମାନନା କରିଥିବାରୁ ତାଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ୫ଟି ସ୍କୁଲର ସବୁ ଶିକ୍ଷକ ଓ ଷ୍ଟାଫଙ୍କର ଜାନୁଆରୀ ମାସର ଦରମା ବନ୍ଦ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ