Masthead

କରୋନା ସ୍ଥିତିର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଶୁକ୍ରବାର କରୋନା ସ୍ଥିତିର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୬ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କରିବେ ବୈଠକ । କରୋନାର ତୃତୀୟ ଲହର ଆଶଙ୍କା ନେଇ ସମୀକ୍ଷା କରିବେ ।

ଓଡ଼ିଶା ସମେତ ତାମିଲନାଡୁ, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ମହାରାଷ୍ଟ୍ର ଓ କେରଳର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରି ସ୍ଥିତି ସମୀକ୍ଷା କରିବେ । ଦିନ ୧୧ଟାରେ ଭର୍ଚୁଆଲରେ ଏହି ବୈଠକ ହେବ । ଦ୍ୱିତୀୟ ଲହରର ପ୍ରକୋପ କମୁଥିଲେ ମଧ୍ୟ ଏହି ରାଜ୍ୟ ଗୁଡିକରେ ସଂକ୍ରମଣ ଅଧିକ ରହୁଛି । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ପୂର୍ବୋତ୍ତର ରାଜ୍ୟଗୁଡିକ ସହ ଆଲୋଚନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା