Masthead

୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢି ଚାଲିଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟା ଭିତରେ ୩ ହଜାର ପାର କରିଛି ସଂକ୍ରମିତଙ୍କ ସଂଖ୍ୟା । ୩୧୦୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଧୀରେ ଧୀରେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ରାଜ୍ୟରେ ଆଉ ୩ ଜୀବନ ନେଇଛି କରୋନା । ବଲାଙ୍ଗିର, ଗଞ୍ଜାମ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୬୧୪୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୮୮୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୪୨୫୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା