Masthead

୨୪ ଘଣ୍ଟାରେ ୧୯୧୭ ପଜିଟିଭ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣର ହାର। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୩୮୫୧ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୦୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୩୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୨୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୯୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୪୩୫୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ 🔴 ହର୍ମୁଜ ଉପରେ ବଢିଲା ସଙ୍କଟ 🔴 ଆଜି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର 🔴 ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ 🔴 ଆଶା ଭୋସ୍‌ଲେଙ୍କ ପରଲୋକ 🔴 ଜାମ୍ମୁକାଶ୍ମୀରରେ ଭୂକମ୍ପ ଝଟକା  🔴 ବିଫଳ ହେଲା ଆଲୋଚନା, ଫେରିଗଲେ ଭାନ୍ସ 🔴 ତାତି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପାକିସ୍ତାନ ଲିଙ୍କ୍, ଯୁବକଙ୍କୁ ଉଠାଇନେଲା ପୋଲିସ 🔴 ଫେରିଲା ଆର୍ଟେମିସ୍ -୨ 🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ 🔴 ହର୍ମୁଜ ଉପରେ ବଢିଲା ସଙ୍କଟ 🔴 ଆଜି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର 🔴 ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ 🔴 ଆଶା ଭୋସ୍‌ଲେଙ୍କ ପରଲୋକ 🔴 ଜାମ୍ମୁକାଶ୍ମୀରରେ ଭୂକମ୍ପ ଝଟକା  🔴 ବିଫଳ ହେଲା ଆଲୋଚନା, ଫେରିଗଲେ ଭାନ୍ସ 🔴 ତାତି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପାକିସ୍ତାନ ଲିଙ୍କ୍, ଯୁବକଙ୍କୁ ଉଠାଇନେଲା ପୋଲିସ 🔴 ଫେରିଲା ଆର୍ଟେମିସ୍ -୨