Masthead

ହ୍ରାସ ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବଢୁଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟାଏବେ ହ୍ରାସ ପାଇବାରେ ଲାଗିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ୨୪ ଘଣ୍ଟାରେ ୧୮ଜଣଙ୍କ ମୃତ୍ୟୁ ହୋଇଛି । ବାଲେଶ୍ୱରରୁ ସର୍ବାଧିକ ୪ଜଣଙ୍କର ମୃତ୍ୟୁ ହୋଇଛି ।

ଆଜି ୩୦ ଜିଲ୍ଲାରୁ ୨୯୯୫ ଜଣ ପଜେଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୧୭୩୭, ସ୍ଥାନୀୟ ଅଞ୍ଚଳରୁ ୧୨୫୮ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୫୬୮ , କଟକରୁ ୧୬୬, ଅନୁଗୁଳରୁ ୧୪୨, ବାଲେଶ୍ୱରରୁ ୧୨୧, ବରଗଡ଼ରୁ ୯୩, ଭଦ୍ରକରୁ ୨୮, ବଲାଙ୍ଗୀରରୁ ୯୪, ବୌଦ୍ଧରୁ ୩୧, କଟକରୁ ୧୬୬, ଦେଓଗଡ଼ରୁ ୨୦, ଢ଼େଙ୍କାନାଳରୁ ୬୮, ଗତପତିରୁ ୭, ଗଞ୍ଜାମରୁ ୪୭, ଜଗତସିଂହପୁରରୁ ୬୨, ଯାଜପୁରରୁ ୯୦, ଝାରସୁଗୁଡ଼ାରୁ ୬୪, କଳାହାଣ୍ଡିର ୬୩, କନ୍ଧମାଳରୁ ୬୩, କେନ୍ଦ୍ରାପଡ଼ା ୧୩୫, କେନ୍ଦୁଝର ୬୧, କୋରାପଟ୍ରୁ ୪୩, ମାଲକାନଗିରିରୁ ୮୨, ମୟୁରଭଞ୍ଜରୁ ୯୨, ନବରଙ୍ଗପରୁରୁ ୬୭, ନୟାଗଡ଼ରୁ ୪୪, ନୂଆପଡ଼ାରୁ ୭୪, ପୁରୀରୁ ୧୪୫, ରାୟଗଡ଼ାରୁ ୧୧୭, ସମ୍ବଲପୁରରୁ ୧୩୮, ସୋନପୁର ୮୭, ସୁନ୍ଦରଗଡ଼ରୁ ୧୦. ଷ୍ଟେଟପୁଲ ୨୦୨ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା