Masthead

ହ୍ରାସ ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବଢୁଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟାଏବେ ହ୍ରାସ ପାଇବାରେ ଲାଗିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ୨୪ ଘଣ୍ଟାରେ ୧୮ଜଣଙ୍କ ମୃତ୍ୟୁ ହୋଇଛି । ବାଲେଶ୍ୱରରୁ ସର୍ବାଧିକ ୪ଜଣଙ୍କର ମୃତ୍ୟୁ ହୋଇଛି ।

ଆଜି ୩୦ ଜିଲ୍ଲାରୁ ୨୯୯୫ ଜଣ ପଜେଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୧୭୩୭, ସ୍ଥାନୀୟ ଅଞ୍ଚଳରୁ ୧୨୫୮ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୫୬୮ , କଟକରୁ ୧୬୬, ଅନୁଗୁଳରୁ ୧୪୨, ବାଲେଶ୍ୱରରୁ ୧୨୧, ବରଗଡ଼ରୁ ୯୩, ଭଦ୍ରକରୁ ୨୮, ବଲାଙ୍ଗୀରରୁ ୯୪, ବୌଦ୍ଧରୁ ୩୧, କଟକରୁ ୧୬୬, ଦେଓଗଡ଼ରୁ ୨୦, ଢ଼େଙ୍କାନାଳରୁ ୬୮, ଗତପତିରୁ ୭, ଗଞ୍ଜାମରୁ ୪୭, ଜଗତସିଂହପୁରରୁ ୬୨, ଯାଜପୁରରୁ ୯୦, ଝାରସୁଗୁଡ଼ାରୁ ୬୪, କଳାହାଣ୍ଡିର ୬୩, କନ୍ଧମାଳରୁ ୬୩, କେନ୍ଦ୍ରାପଡ଼ା ୧୩୫, କେନ୍ଦୁଝର ୬୧, କୋରାପଟ୍ରୁ ୪୩, ମାଲକାନଗିରିରୁ ୮୨, ମୟୁରଭଞ୍ଜରୁ ୯୨, ନବରଙ୍ଗପରୁରୁ ୬୭, ନୟାଗଡ଼ରୁ ୪୪, ନୂଆପଡ଼ାରୁ ୭୪, ପୁରୀରୁ ୧୪୫, ରାୟଗଡ଼ାରୁ ୧୧୭, ସମ୍ବଲପୁରରୁ ୧୩୮, ସୋନପୁର ୮୭, ସୁନ୍ଦରଗଡ଼ରୁ ୧୦. ଷ୍ଟେଟପୁଲ ୨୦୨ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ