Masthead

ଗୋଟିଏ ଦିନରେ ୬ଲକ୍ଷରୁ ଅଧିକ ସଂକ୍ରମିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତରେ କରୋନା ଭାଇରସ ସଂକ୍ରମଣର ମୋଟ ମାମଲା ୭୧ ଲକ୍ଷ ଅତିକ୍ରମ କରିଛି । ଦେଶରେ ସଂକ୍ରମିତ ଲୋକଙ୍କ ସୁସ୍ଥ ହାର ୮୬.୧୭ ପ୍ରତିଶତ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୬,୭୩୨ ନୂତନ ମାମଲା ରିପୋର୍ଟ ହୋଇଛି। କରୋନା ଭୂତାଣୁ ଯୋଗୁଁ ୮୧୬ ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ମାମଲା ସଂଖ୍ୟା ହେଉଛି ୮,୬୧,୮୫୩ ରହିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ଦ୍ୱାରା ସୋମବାର ସକାଳେ ପ୍ରକାଶିତ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୬,୭୩୨ ନୂତନ ସଂକ୍ରମଣର ରିପୋର୍ଟ ହେବା ପରେ ମୋଟ ସଂକ୍ରମଣର ସଂଖ୍ୟା ୭୧,୨୦,୫୩୯ କୁ ବୃଦ୍ଧି ପାଇଛି ସେହିପରି ୮୧୬ ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା ୧,୦୯,୧୫୦ରେ ପହଞ୍ଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’