Masthead

ଆଜି ୨୨୭୫ କରୋନା ପଜିଟିଭ୍ ମାମଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟରେ ମୋଟ ୨୨୭୫ କରୋନା ପଜିଟିଭ୍ ମାମଲା ସାମ୍ନାକୁ ଆସିଛି । ସମସ୍ତ ୩୦ ଜିଲ୍ଲା ଓ ଷ୍ଟେଟ୍ ପୁଲରୁ ୨୨୭୫ ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୪ କରୋନା ଆକ୍ରାନ୍ତ ଚିହ୍ନଟ କରାଯାଇଛି । ସୁନ୍ଦରଗଡ-୧୫୦, କଟକ-୧୪୪, ଅନୁଗୁଳରୁ ୧୩୬, ବାଲେଶ୍ୱର-୧୧୧, ମୟୂରଭଞ୍ଜ-୧୧୦, ଝାରସୁଗୁଡା-୧୦୦, ଯାଜପୁର-୮୨, ବଲାଙ୍ଗୀର-୭୭, ପୁରୀ-୭୧, ନୂଆପଡା-୬୯, କେନ୍ଦ୍ରାପଡା-୬୮, ଷ୍ଟେଟ୍ ପୁଲ-୬୭, ବରଗଡ ଓ କଳାହାଣ୍ଡିରୁ ୬୪ ଲେଖାଏଁ ଚିହ୍ନଟ । ସମ୍ବଲପୁର-୫୬, ଜଗତସିଂହପୁର-୫୫, ମାଲକାନଗିରି-୫୩, ସୁବର୍ଣ୍ଣପୁର, ଭଦ୍ରକ, ଓ କନ୍ଧମାଳରୁ ୫୦ ଲେଖାଏଁ ଆକ୍ରାନ୍ତ ଚିହ୍ନଟ । ସେହିପରି କୋଟାପୁଟ, ଓ ନବରଙ୍ଗପୁରରୁ ୩୯ ଲେଖାଏଁ, କେନ୍ଦୁଝର-୩୭ ଆକ୍ରାନ୍ତ ଚିହ୍ନଟ । ଗଞ୍ଜାମ-୩୬, ରାୟଗଡା-୩୩, ନୟାଗଡ-୩୧, ଢେଙ୍କାନାଳ-୨୭, ବୌଦ୍ଧ-୨୧, ଦେବଗଡ-୧୫, ଗଜପତିରୁ ୬ ଆକ୍ରାନ୍ତ ଚିହ୍ନଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି