Masthead

ଦେଶରେ ୭୪,୪୪୨ ନୂତନ କରୋନା ମାମଲା

ନୂଆଦିଲ୍ଲୀ ( ବଡ଼ ଖବର ବ୍ୟୁରୋ):ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ କୋଭିଡ-୧୯ର ୭୪,୪୪୨ଟି ନୁଆ ମାମଲା ରିପୋର୍ଟ ହୋଇଛି । ରବିବାର ତୁଳନାରେ ଆଜି ନୂଆ ମାମଲାରେ ସାମାନ୍ୟ ହ୍ରାସ ଘଟିଛି । କିନ୍ତୁ କରୋନା ନେଇଛି ୯୦୩ଙ୍କ ମୁଣ୍ଡ । ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ଏହି ସୂଚନା ଦେଇଛି ।

ଦେଶରେ ମୋଟ କରୋନା ମାମଲା ୬୬ଲକ୍ଷ ଅତିକ୍ରମ କରିଛି । ସମୁଦାୟ ୬୬,୨୩,୮୬୧ଜଣ ଆକ୍ରାନ୍ତ ହୋଇଛନ୍ତି । ଏବେ ସକ୍ରିୟ ମାମଲା ସଂଖ୍ୟା ୯,୩୪,୪୨୭ । ୫୫,୮୬,୭୦୪ ରୋଗୀ ସୁସ୍ଥ ହୋଇଛନ୍ତି । ଦେଶରେ ଆଜି ସୁଦ୍ଧା ୧,୦୨,୬୮୫ ରୋଗୀଙ୍କର ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ