Masthead

ନଜର ପକାନ୍ତୁ ଆଜିର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟରେ ୨୧୩୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨୪୧ କ୍ୱାରେନଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୮୮୭ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ କଟକ, ଖୋର୍ଦ୍ଧା, ନବରଙ୍ଗପୁର, ସମ୍ବଲପୁରରୁ ୨ଜଣ ଓ ଭଦ୍ରକ, ବରଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ପୁରୀ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନାରେ ମୃତ୍ୟୁ ହୋଇଛି ।

ଆଜି ଅନୁଗୁଳ ଜିଲ୍ଲାରୁ ୧୫୧, ବାଲେଶ୍ୱର ୫୭, ବରଗଡ଼ରୁ ୭୩, ଭଦ୍ରକରୁ ୪୭, ବଲାଙ୍ଗୀରରୁ ୮୯, ବୌଦ୍ଧରୁ ୨୧, କଟକରୁ ୧୫୬, ଦେଓଗଡ଼ରୁ ୯, ଢ଼େଙ୍କାନାଳ ୩୮, ଗଜପତି ୮, ଗଞ୍ଜାମ ୧୮, ଜଗତସିଂହପୁର ୬୬, ଯାଜପୁରରୁ ୭୧, ଝାରସୁଗୁଡ଼ାରୁ ୫୫, କଳାହାଣ୍ଡରୁି ୫୧, କନ୍ଧମାଳରୁ ୨୪, କେନ୍ଦ୍ରାପଡ଼ାରୁ ୭୨, କେନ୍ଦୁଝରରୁ ୪୬, ଖୋର୍ଦ୍ଧାରୁ ୩୬୧, କୋରାପୁଟରୁ ୩୮, ମାଲକାନଗିରିରୁ ୫୫, ମୟୁରଭଞ୍ଜରୁ ୧୧୯, ନବରଙ୍ଗପୁରରୁ ୨୧, ନୟାଗଡରୁ ୩୧, ନୂଆପଡ଼ାରୁ ୪୧, ପୁରୀରୁ ୭୩, ରାୟଗଡ଼ାରୁ ୨୫, ସମ୍ବଲପୁରରୁ ୫୩, ସୋନପୁରରୁ ୮୦, ସୁନ୍ଦରଗଡ଼ରୁ ୭୩ ଜଣ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୪୧୪୯ ଜଣ ରୋଗୀ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୪୪୫୭ ଆକ୍ଟିଭ କେସ ରହିଛି । ୨୩୮୫୩୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ କରୋନାରେ ୧୧୦୪ଜଣଙ୍କ ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ 🔴 ଟ୍ରାକରୁ ଖସିଲା ୩ ବଗି 🔴 ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା 🔴 ‘ତଥାପି’ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ 🔴 ଟ୍ରାକରୁ ଖସିଲା ୩ ବଗି 🔴 ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା 🔴 ‘ତଥାପି’ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ