୧୧୨୧ ମୁଣ୍ଡ ନେଲାଣି କରୋନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନା ଜନିତ ମୃତ୍ୟୁ ବଢ଼ିବାରେ ଲାଗିଛି । ପ୍ରତିଦିନ ଗଡ଼ୁଛି ମୁଣ୍ଡ । ରାଜ୍ୟରେ ୧୧୨୧ଜଣଙ୍କ ମୁଣ୍ଡ ନେଲାଣି କରୋନା । ଆଜି ରାଜ୍ୟରେ ୧୭ଜଣଙ୍କ ମୃତ୍ୟୁ ହୋଇଛି । ୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କଟକରୁ ୨, ଅନୁଗୁଳ, ବାଲେଶ୍ୱର, ଜଗତସିଂହପୁ, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ଼, ପୁରୀ ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନାରେ ମୃତ୍ୟୁ ହୋଇଛି ।

୨୪ ଘଣ୍ଟା ମଧ୍ୟରେ ୨୯ ଜିଲ୍ଲାରୁ ୨୨୯୬ ଜଣ ଚିହ୍ନଟ ହୋଇଛନ୍ତି । ଅନୁଗୁଳ ୧୦୭, ବାଲେଶ୍ୱରରୁ ୧୦୪, ବରଗଡ଼ରୁ ୮୦, ଭଦ୍ରକରୁ ୧୬, ବଲାଙ୍ଗୀରରୁ ୭୧, ବୌଦ୍ଧରୁ ୩୨, କଟକ ୧୭୫, ଢ଼େଙ୍କାନାଳରୁ ୩୩, ଗଜପତିରୁ ୭, ଗଞ୍ଜାମରୁ ୧୩, ଜଗତସିଂହପୁରରୁ ୮୬, ଯାଜପୁରରୁ ୧୧୩, ଝାରସୁଗୁଡ଼ାରୁ ୭୧, କଳାହାଣ୍ଡିରୁ ୯୪, କନ୍ଧମାଳରୁ ୩୪, କେନ୍ଦ୍ରାପଡ଼ାରୁ ୮୨, କେନ୍ଦୁଝରରୁ ୬୭, ଖୋର୍ଦ୍ଧାରୁ ୨୫୯, କୋରାପୁଟରୁ ୨୯, ମାଲକାନଗିରିରୁ ୩୮, ମୟୁରଭଞ୍ଜରୁ ୧୧୯, ନବରଙ୍ଗପୁରରୁ ୫୦, ନୟାଗଡ଼ରୁ ୨୦, ନୂଆପଡ଼ାରୁ ୧୦୮, ପୁରୀରୁ ୭୭, ରାୟଗଡ଼ାରୁ ୧୪, ସମ୍ବଲପୁରରୁ ୩୭, ସୋନପୁରରୁ ୭୦, ସୁନ୍ଦରଗଡ଼ରୁ ୧୪୦, ଷ୍ଟେଟପୁଲରୁ ୫୦ ।

ରାଜ୍ୟରେ ମୋଟ୍ ୪ ଲକ୍ଷ ଏକ ହଜାର ୬୫ ସାମ୍ପୁଲ ଟେଷ୍ଟ ହୋଇଥିବା ବେଳେ ୨ ଲକ୍ଷ ୬୬ ହଜାର ୩୪୫ ଜଣ ସଂକ୍ରମିତ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨ଲକ୍ଷ ୪୧ ହଜାର ୩୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୩ ହଜାର ୭୮୬ ଜଣ ଚିକିତ୍ସାଧିନ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!