Masthead

ରାଜ୍ୟରେ କେତେ ସୁସ୍ଥ ହେଲେ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ) : ରାଜ୍ୟରେ କମୁଛି କରୋନା ଗ୍ରାଫ । ରାଜ୍ୟରେ କରୋନା ଆକ୍ରନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆଜି ଦିନକରେ ପୁଣି ୨୭୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ଲକ୍ଷ ୩୮ ହଜାର ୫୩୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୁସ୍ଥ ହୋଇଥିବା ଆକନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୫୭ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୨୦୨, ପୁରୀରୁ ୧୮୫, ଅନୁଗୁଳରୁ ୧୮୨, କେନ୍ଦ୍ରାପଡ଼ାରୁ ୧୫୦, ନୂଆପଡ଼ାରୁ ୧୪୨, ସୁନ୍ଦରଗଡ଼ରୁ ୧୦୬, ବାଲେଶ୍ୱରରୁ ୯୪, ଯାଜପୁର ୯୧, କଳାହାଣ୍ଡିରୁ ୭୮, ବଲାଙ୍ଗିରରୁ ୭୪, ବରଗଡ଼ରୁ ୭୩, କେନ୍ଦୁଝରରୁ ୭୨, ସମ୍ବଲପୁରରୁ ୭୨, ମୟୁରଭଞ୍ଜରୁ ୬୮, ମାଲକାନାଗିରିରୁ ୬୭, ଜଗତସିଂହପୁରରୁ ୬୫, ନବରଙ୍ଗପୁରରୁ ୬୨, ସୋନପୁରରୁ ୫୯, ଝାରସୁଗୁଡ଼ାରୁ ୫୬, ନୟାଗଡ଼ରୁ ୫୫, ରାୟଗଡ଼ାରୁ ୫୪, କୋରାପୁଟରୁ ୫୧, କନ୍ଧମାଳରୁ ୪୩, ଭଦ୍ରକରୁ ୩୩, ଗଞ୍ଜାମରୁ ୩୧, ଢେଙ୍କାନାଳରୁ ୨୭, ବୌଦ୍ଧରୁ ୨୧, ଦେଓଗଡ଼ରୁ ୧୮ ଏବଂ ଷ୍ଟେଟ ପୁଲରୁ ୮୪ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ