Masthead

ରାଜ୍ୟରେ ଆଜି କେତେ ଆକ୍ରାନ୍ତ ସୁସ୍ଥ ହେଲେ ଜାଣନ୍ତୁ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମଣ, ବଢୁଛି ଆରୋଗ୍ୟ ହାର । ଆଜି ଦିନକରେ ରାଜ୍ୟରେ ୧୯୮୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ପୁଣି ଆଜି ୨୭୩୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୪୯ ହଜାର ୫୭୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୯ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୮୯, ଅନୁଗୁଳରୁ ୧୭୪, ସୁନ୍ଦରଗଡ଼ରୁ ୧୫୪, ବାଲେଶ୍ୱରରୁ ୧୧୪, ମୟୁରଭଞ୍ଜରୁ ୧୧୦, ପୁରୀରୁ ୧୦୯, ସମ୍ବଲପୁରରୁ ୧୦୭, କଳାହାଣ୍ଡିରୁ ୧୦୧, ବରଗଡ଼ରୁ ୧୦୦, ଯାଜପୁରରୁ ୯୫, କେନ୍ଦ୍ରାପଡ଼ାରୁ ୯୫, ଜଗତସିଂହପୁରରୁ ୮୯, ଝାରସୁଗୁଡ଼ାରୁ ୮୮, ବଲାଙ୍ଗିରରୁ ୮୬, କୋରାପୁଟରୁ ୮୫, ମାଲକାନଗିରିରୁ ୬୯, କେନ୍ଦୁଝରରୁ ୬୫, ନବରଙ୍ଗପୁରରୁ ୬୩, ସୋନପୁରରୁ ୬୩, ଭଦ୍ରକରୁ ୫୯, ନୂଆପଡ଼ାରୁ ୪୬, କନ୍ଧମାଳରୁ ୪୩, ଢେଙ୍କାନାଳରୁ ୪୦, ନୟାଗଡ଼ରୁ ୪୦, ବୌଦ୍ଧରୁ ୨୪, ରାୟଗଡ଼ାରୁ ୨୦, ଗଞ୍ଜାମରୁ ୧୮, ଦେବଗଡ଼ରୁ ୧୭, ଗଜପତିରୁ ୬ ଏବଂ ଷ୍ଟେଟ ପୁଲରୁ ୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ