Masthead

ରାଜ୍ୟରେ ଆଜି କେତେ ସୁସ୍ଥ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କମିବାରେ ଲାଗିଛି କରୋନା ଗ୍ରାଫ୍ । ଆକ୍ରାନ୍ତଙ୍କ ଠାରୁ ବଢିବାରେ ଲାଗିଛି ଆରୋଗ୍ୟଙ୍କ ସଂଖ୍ୟା । ଆଜି ରାଜ୍ୟରେ ୨୬୦୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ୨୭୭୫ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୩୫ ହଜାର ୭୬୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି । ଆଜି ସୁସ୍ଥ ହୋଇଥିବା ଆଜି ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୦୦ଜଣ ସୁସ୍ଥ ହୋଇଥିବା ବେଳେ ନୂଆପଡ଼ାରୁ ୧୮୯, କଟକରୁ ୧୮୩, ବରଗଡ଼ରୁ ୧୪୮, କେନ୍ଦ୍ରାପଡ଼ାରୁ ୧୩୬, ଅନୁଗୁଳରୁ ୧୨୩, ଯାଜପୁରରୁ ୧୧୭, ଭଦ୍ରକରୁ ୧୧୪, ସମ୍ବଲପୁରରୁ ୧୦୫, ମୟୁରଭଞ୍ଜରୁ ୧୦୦, ବଲାଙ୍ଗିରରୁ ୮୯, କେନ୍ଦୁଝରରୁ ୭୯, ନବରଙ୍ଗପୁରରୁ ୭୩, ସୁନ୍ଦରଗଡ଼ରୁ ୭୧, ମାଲକାନାଗିରିରୁ ୭୦, ଢେଙ୍କାନାଳରୁ ୬୯, ବାଲେଶ୍ୱରରୁ ୬୭, ଜଗତସିଂହପୁରରୁ ୫୮, କନ୍ଧମାଳରୁ ୪୮, ସୋନପୁରରୁ ୪୭, ରାୟଗଡ଼ାରୁ ୪୬, ପୁରୀରୁ ୪୩, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ୩୯ଜଣ ଲେଖାଏଁ, କୋରାପୁଟରୁ ୩୫, ନୟାଗଡ଼ରୁ ୩୦, ଗଞ୍ଜାମରୁ ୨୩, ଦେବଗଡ଼ରୁ ୨୦, ବୌଦ୍ଧ ଓ ଗଜପତିରୁ ୭ଜଣ ଲେଖାଏଁ ଏବଂ ଷ୍ଟେଟ ପୁଲରୁ ୧୦୦ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି 🔴 ଜାଡ଼ରେ ଥରୁଛି ସାରା ଓଡ଼ିଶା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି 🔴 ଜାଡ଼ରେ ଥରୁଛି ସାରା ଓଡ଼ିଶା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼