ରାଜ୍ୟରେ ପୁଣି ୪୦୯୮ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି ୪୦୯୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି । ୪୦୯୮ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୬ ହଜାର ୪୦୦ରେ ପହଞ୍ଚିଛି । ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଆରୋଗ୍ୟଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ଯାହା ରାଜ୍ୟପାଇଁ ଏକ ଆଶ୍ୱସ୍ଥିକର ଖବର । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୦୪ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକରୁ ୩୮୬, ବାଲେଶ୍ୱରରୁ ୩୩୬, ନୂଆପଡ଼ାରୁ ୨୦୯, ଅନୁଗୁଳରୁ ୧୬୫, ମୟୁରଭଞ୍ଜରୁ ୧୩୯, କେନ୍ଦୁଝରରୁ ୧୩୧, ଭଦ୍ରକରୁ ୧୨୫, ଜଗତସିଂହପୁରରୁ ଓ କେନ୍ଦ୍ରାପଡ଼ାରୁ ୧୨୩ଜଣ ଲେଖାଏଁ, ଯାଜପୁରରୁ ୧୧୬, ବରଗଡ଼ରୁ ୧୧୦, ଢେଙ୍କାନାଳରୁ ୧୦୭, ପୁରୀରୁ ୧୦୪, ସୁନ୍ଦରଗଡ଼ରୁ ୮୨, ଝାରସୁଗୁଡ଼ାରୁ ୮୧, ନୟାଗଡ଼ରୁ ୭୯, ସମ୍ବଲପୁରରୁ ୭୮, କଳାହାଣ୍ଡି ଓ ନବରଙ୍ଗପୁରରୁ ୭୩ଜଣ ଲେଖାଏଁ, ବଲାଙ୍ଗୀରିରୁ ୭୦, କୋରାପୁଟରୁ ୬୭, କନ୍ଧମାଳରୁ ୬୫, ବୌଦ୍ଧରୁ ୬୧, ସୋନପୁରରୁ ୪୬, ଗଞ୍ଜାମ ଓ ରାୟଗଡ଼ାରୁ ୪୨ଜଣ ଲେଖାଏଁ, ଗଜପତିରୁ ୩୬, ମାଲକାନାଗିରିରୁ ୨୩, ଦେବଗଡ଼ରୁ ୧୫ ଓ ଷ୍ଟେଟ ପୁଲରୁ ୨୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’