ରାଜ୍ୟରେ ୩୮୧୭ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟପାଇଁ ଖୁସି ଖବର । ଆଜି ରାଜ୍ୟରେ ୨୬୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁଣି ୩୮୧୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୧୦ ହଜାର ୨୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ଯାହା ରାଜ୍ୟ ପାଇଁ ଏକ ଆସ୍ୱସ୍ଥିକର ଖବର ।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକରୁ ୩୬୮, ବରଗଡ଼ରୁ ୧୫୧, ବାଲେଶ୍ୱରରୁ ୧୪୬, ନୂଆପଡ଼ାରୁ ୧୩୫, ଜଗତସିଂହପୁରରୁ ୧୨୪, ଅନୁଗୁଳରୁ ୧୨୨, ସମ୍ବଲପୁରରୁ ୧୧୮, ସୁନ୍ଦରଗଡ଼ରୁ ୧୧୦, କେନ୍ଦ୍ରାପଡ଼ାରୁ ୧୦୬, ବଲାଙ୍ଗୀରିରୁ ୮୩, ଯାଜପୁରରୁ ୯୧, ମୟୁରଭଞ୍ଜରୁ ୮୮, ପୁରୀରୁ ୮୮, କନ୍ଧମାଳ ଓ କେନ୍ଦୁଝରରୁ ୮୬, ସୋନପୁରରୁ ୮୩, ଭଦ୍ରକରୁ ୮୨, ନୟାଗଡ଼ରୁ ୭୧, କଳାହାଣ୍ଡିରୁ ୬୯, ଝାରସୁଗୁଡ଼ାରୁ ୬୮, ନବରଙ୍ଗପୁରରୁ ୬୬, କୋରାପୁଟରୁ ୬୨, ଗଞ୍ଜାମରୁ ୫୬, ରାୟଗଡ଼ାରୁ ୫୦, ଢେଙ୍କାନାଳରୁ ୪୮, ବୌଦ୍ଧରୁ ୪୫, ମାଲକାନଗିରିରୁ ୩୪, ଗଜପତିରୁ ୨୪, ଦେବଗଡ଼ରୁ ୧୪ ଓ ଷ୍ଟେଟ ପୁଲରୁ ୧୬୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ