Masthead

ସୁସ୍ଥ ହେଲେ ୩୩୪୨ ଆକ୍ରାନ୍ତ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆଜି ଦିନକରେ ରାଜ୍ୟରେ ପୁଣି ୩୩୪୨ଜଣ ଆକ୍ରାନ୍ତଙ୍କ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୨୭ ହଜାର ୬୧୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୧୧ଜଣ ହୋଇଥିବା ବେଳେ କଟକରୁ ୩୬୬, ମୟୁରଭଞ୍ଜରୁ ୩୬୨, ଅନୁଗୁଳରୁ ୨୮୮, କେନ୍ଦ୍ରାପଡ଼ାରୁ ୧୩୧, ବରଗଡ଼ରୁ ୧୦୪, ପୁରୀରୁ ୧୦୩, ସମ୍ବଲପୁରରୁ ୯୩, କେନ୍ଦୁଝରରୁ ୮୯, ଭଦ୍ରକରୁ ୮୪, ବଲାଙ୍ଗୀରରୁ ୮୨, ଜଗତସିଂହପୁରରୁ ୭୬, ସୁନ୍ଦରଗଡ଼ରୁ ୭୨, ବୌଦ୍ଧରୁ ୬୪, ସୋନପୁରରୁ ୫୩, ଝାରସୁଗୁଡ଼ାରୁ ୫୨, ନୟାଗଡ଼ରୁ ୪୮, କଳାହାଣ୍ଡିରୁ ୪୭, କନ୍ଧମାଳରୁ ୪୬, ଗଞ୍ଜାମ ଓ ନୂଆପଡ଼ାରୁ ୪୨ଜଣ ଲେଖାଏଁ, ଢେଙ୍କାନାଳରୁ ୪୦, କୋରାପୁଟରୁ ୩୯, ମାଲକାନାଗିରରୁ ୩୫, ବାଲେଶ୍ୱରରୁ ୩୪, ଦେବଗଡ଼ରୁ ୨୨, ରାୟଗଡ଼ାରୁ ୧୪, ନବରଙ୍ଗପୁରରୁ ୧୩, ଗଜପତିରୁ ୧୦ ଏବଂ ଷ୍ଟେଟ ପୁଲରୁ ୨୨୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ