Masthead

ଆଜି ରାଜ୍ୟରେ କେତେ ସୁସ୍ଥ ହେଲେ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବେକାବୁ ହେଉଛି କରୋନା ସ୍ଥିତି । ଆଜି ଦିନକରେ ରାଜ୍ୟରେ ୨୨୭୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ୨୭୯୬ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୨ ଲକ୍ଷ ୩୨ ହଜାର ୯୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୨ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୭୯, ଯାଜପୁରରୁ ୧୪୮, ଅନୁଗୁଳରୁ ୧୩୫, ପୁରୀରୁ ୧୨୭, ନବରଙ୍ଗପୁରରୁ ୧୨୦, ବଲାଙ୍ଗିରରୁ ୧୦୭, ସମ୍ବଲପୁରରୁ ୧୦୬, କେନ୍ଦ୍ରାପଡ଼ାରୁ ୧୦୨, ବରଗଡ଼ ଏବଂ ନୂଆପଡ଼ାରୁ ୯୭ଜଣ ଲେଖାଏଁ, ମୟୁରଭଞ୍ଜରୁ ୯୬, ସୁନ୍ଦରଗଡ଼ରୁ ୭୭, କଳାହାଣ୍ଡିରୁ ୭୬, ବାଲେଶ୍ୱରରୁ ୭୫, ସୋନପୁରରୁ ୭୧, ଜଗତସିଂହପୁରରୁ ୫୨, କନ୍ଧମାଳରୁ ୫୦, କୋରାପୁଟରୁ ୪୭, ଭଦ୍ରକରୁ ୪୨, କେନ୍ଦୁଝର ଓ ମାଲକାନାଗିରିରୁ ୪୧ଜଣ ଲେଖାଏଁ, ନୟାଗଡ଼ରୁ ୩୭, ଗଞ୍ଜାମରୁ ୩୪, ଢେଙ୍କାନାଳରୁ ୩୩, ଝାରସୁଗୁଡ଼ାରୁ ୩୧, ଦେବଗଡ଼ ଓ ଗଜପତିରୁ ୧୭ଜଣ ଲେଖାଏଁ, ବୌଦ୍ଧରୁ ୫ଜଣ, ରାୟଗଡ଼ାରୁ ୪ଜଣ ଏବଂ ଷ୍ଟେଟ ପୁଲରୁ ୧୫୦ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ