Masthead

ହାରିଗଲେ କରୋନା ଯୋଦ୍ଧା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ପ୍ରବୀର କୁମାର ପ୍ରଧାନଙ୍କ ବିୟୋଗରେ ବାରଙ୍ଗ ପ୍ରେସ କ୍ଲବ ପକ୍ଷରୁ ଶୋକସଭା କରାଯାଇଥିଲା। ପ୍ରେସ କ୍ଲବ ସଭାପତି ଲିଙ୍ଗରାଜ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୋକସଭାରେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ପରେ ସ୍ୱର୍ଗତ ପ୍ରବୀର ପ୍ରଧାନଙ୍କ କର୍ମମୟ ଜୀବନ ସମ୍ପର୍କରେ ଆଲୋକପାତ କରାଯାଇଥିଲା । କରୋନା ଯୋଦ୍ଧା ଭାବେ ସେ ଦକ୍ଷତାର ସହ କାର୍ଯ୍ୟ କରୁଥିଲେ । ମାତ୍ର ସେହି କରୋନାରେ ତାଙ୍କର ମୃତ୍ୟୁ ହୋଇଥିଲା । ବାରଙ୍ଗ ପ୍ରେସକ୍ଲବ ପରିସରରେ ଆୟୋଜିତ ଶୋକସଭାରେ ବରିଷ୍ଠ ସାମ୍ବାଦିକ ତ୍ରିଲୋଚନ ଦାସ, ରୁଦ୍ରନାରାୟଣ ଷଡଙ୍ଗୀ, ପ୍ରକାଶ ଚନ୍ଦ୍ର ସାହୁ, ଅଜୟ କୁମାର ରାଉତ, ଜଗନ୍ନାଥ ଭଞ୍ଜ, ସେକ ଅବଦୁଲ ମୁନାଵ, କମଳାକାନ୍ତ ନାୟକ, ଚିତ୍ରସେନ ବାରିକ, ପ୍ରଶାନ୍ତ କୁମାର ସାହୁ, ଦୁଷ୍ମନ୍ତ ଜେନା, ସଂଗ୍ରାମ କିଶୋର ଦାସ ପ୍ରମୁଖ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ