Masthead

ହାରିଗଲେ କରୋନା ଯୋଦ୍ଧା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ପ୍ରବୀର କୁମାର ପ୍ରଧାନଙ୍କ ବିୟୋଗରେ ବାରଙ୍ଗ ପ୍ରେସ କ୍ଲବ ପକ୍ଷରୁ ଶୋକସଭା କରାଯାଇଥିଲା। ପ୍ରେସ କ୍ଲବ ସଭାପତି ଲିଙ୍ଗରାଜ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୋକସଭାରେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ପରେ ସ୍ୱର୍ଗତ ପ୍ରବୀର ପ୍ରଧାନଙ୍କ କର୍ମମୟ ଜୀବନ ସମ୍ପର୍କରେ ଆଲୋକପାତ କରାଯାଇଥିଲା । କରୋନା ଯୋଦ୍ଧା ଭାବେ ସେ ଦକ୍ଷତାର ସହ କାର୍ଯ୍ୟ କରୁଥିଲେ । ମାତ୍ର ସେହି କରୋନାରେ ତାଙ୍କର ମୃତ୍ୟୁ ହୋଇଥିଲା । ବାରଙ୍ଗ ପ୍ରେସକ୍ଲବ ପରିସରରେ ଆୟୋଜିତ ଶୋକସଭାରେ ବରିଷ୍ଠ ସାମ୍ବାଦିକ ତ୍ରିଲୋଚନ ଦାସ, ରୁଦ୍ରନାରାୟଣ ଷଡଙ୍ଗୀ, ପ୍ରକାଶ ଚନ୍ଦ୍ର ସାହୁ, ଅଜୟ କୁମାର ରାଉତ, ଜଗନ୍ନାଥ ଭଞ୍ଜ, ସେକ ଅବଦୁଲ ମୁନାଵ, କମଳାକାନ୍ତ ନାୟକ, ଚିତ୍ରସେନ ବାରିକ, ପ୍ରଶାନ୍ତ କୁମାର ସାହୁ, ଦୁଷ୍ମନ୍ତ ଜେନା, ସଂଗ୍ରାମ କିଶୋର ଦାସ ପ୍ରମୁଖ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା