Masthead

ଅଲିମ୍ପିକ୍ସରେ କରୋନା ଚିନ୍ତା

(ବଡ଼ ଖବର ବ୍ୟୁରୋ): ଅଲିମ୍ପିକ୍ସ କ୍ରୀଡ଼ା ଗ୍ରାମରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତ ମାମଲା । ରବିବାର ଆଉ ୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏବେ ୩ ଜଣ ଆଥ୍‌ଲେଟ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆସନ୍ତା ସପ୍ତାହରେ ଏହି କ୍ରୀଡ଼ା ମହାକୁମ୍ଭ ଆରମ୍ଭ ହେବାକୁ ଥିବା ବେଳେ ଆଥ୍‌ଲେଟ ଭିଲେଜ୍‌ରେ ଏଭଳି ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ଆୟୋଜକଙ୍କ ପାଇଁ ମୁଣ୍ଡ ବ୍ୟାଥା ବଢ଼ାଇଛି ।

ମୋଟ ୧୦ଟି କରୋନା ମାମଲା ସାମ୍ନାକୁ ଆସିଛି । ଯେଉଁଥିରେ କିଛି ମିଡିଆ କର୍ମଚାରୀ ମଧ୍ୟ ରହିଛନ୍ତି । ଦକ୍ଷିଣ କୋରିଆର ଅଲିମ୍ପିକ୍ସ ମେମ୍ବର ଟୋକିଓରେ ପହଞ୍ଚିବା ପରେ ତାଙ୍କର ନମୁନା ପରୀକ୍ଷଣ ହୋଇଥିଲା । ସେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ତେବେ ସେ ଭ୍ୟାକ୍ସିନ୍ ନେଇ ସାରିଥିବା ସତ୍ତ୍ୱେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ରାଜଧାନରେ ଟୋକିଓରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଲଗାତାର ଚତୁର୍ଥ ଦିନରେ ସଂକ୍ରମିତଙ୍କ ସଂଖ୍ୟା ୧୦୦୦ ଟପିଛି । ଏସବୁ ଘଟଣା ପରେ ଜାପାନରେ ଏହି କ୍ରୀଡ଼ା ମହାକୁମ୍ଭର ଆୟୋଜନ ନେଇ ମତଭେଦ ଆରମ୍ଭ ହୋଇଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି