କରୋନା କୁ ନା ,ଗହଣା ଦୋକାନରେ ଗହଳି

ଅନୁଗୁଳ(ବଡ ଖବର ବ୍ୟୁରୋ): ଗହଣା କିଣିବା ପାଇଁ ଅନୁଗୁଳ ବଜାରରେ ପ୍ରବଳ ଭିଡ଼ । ଆଜି ଧନତେରାସ୍ ରେ ସୁନା କିଣିବାର ପରମ୍ପରା ରହିଛି । ଏହି ଦିନ ସୁନା ଗହଣା କିଣିଲେ ଘରେ ମାତା ଲକ୍ଷ୍ମୀଙ୍କ ବାସ ସହ ଆର୍ଥିକ ସମସ୍ୟା ଦୂର ହୋଇଥାଏ ବୋଲି ବିଶ୍ୱାସ ରହିଛି । ସେଥିପାଇଁ ଅନୁଗୁଳ ବଜାରରେ ଗହଣା ଦୋକାନ ଆଗରେ ଗ୍ରାହକଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଛି l ତେବେ ଗହଣା କ୍ରୟ କରିବା ସମୟରେ ସରକାରଙ୍କ କୋଭିଡ୍ ଗାଇଡଲାଇନ୍ ଲୋକେ ମାନୁନଥିବା ଦେଖିବାକୁ ମିଳିଛି । ଗହଣା ପାଇଁ ଗୋଟିଏ ସ୍ଥାନରେ ଅଧିକ ଲୋକ ଜମା ହେଉଥିବାରୁ କରୋନା ସଂକ୍ରମଣ ବୃଦ୍ଧି ହେବାର ଆଶଙ୍କା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!