Masthead

କରୋନାର ନୂଆ ହବ୍ ନୂଆପଡ଼ା

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ପୂର୍ବ ସ୍ଥିତିକୁ ଫେରୁଛି । ଯାହା ରାଜ୍ୟ ସରକାରଙ୍କ ନିଦ ହଜେଇଲାଣି । ସବୁଠୁ ବଡ଼ କଥା ହେଉଛି କରୋନାର ନୂଆ ହବ୍ ପାଲଟିଲାଣି ନୂଆପଡ଼ା । କାହିଁକି ନା ଜିଲ୍ଲାର ଆଜି ଗୋଟିଏ ଗାଁରୁ ୩୩ ଜଣ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମସ୍ତ ସଂକ୍ରମିତ ହେଉଛନ୍ତି ନୂଆପଡ଼ା ଜିଲ୍ଲାର ଗୋଡାଲ ପଞ୍ଚାୟତ ବ୍ରାହ୍ମଣପଡା ଗାଁର । ଏହାପରେ ବ୍ରାହ୍ମଣପଡା ଗାଁକୁ ଜିଲ୍ଲା ପ୍ରଶାସନ ସିଲ୍ କରିଛି। ତେବେ ଏଠାକାର ଲୋକେ ଛତିଶଗଡ ସହିତ ସିଧାସଳଖ ସମ୍ପର୍କରେ ରହୁଥିବାରୁ ସେଠାରୁ ସଂକ୍ରମଣ ବ୍ୟାପିଥିବା ନେଇ ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା