Masthead

କରୋନାର ନୂଆ ହବ୍ ନୂଆପଡ଼ା

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ପୂର୍ବ ସ୍ଥିତିକୁ ଫେରୁଛି । ଯାହା ରାଜ୍ୟ ସରକାରଙ୍କ ନିଦ ହଜେଇଲାଣି । ସବୁଠୁ ବଡ଼ କଥା ହେଉଛି କରୋନାର ନୂଆ ହବ୍ ପାଲଟିଲାଣି ନୂଆପଡ଼ା । କାହିଁକି ନା ଜିଲ୍ଲାର ଆଜି ଗୋଟିଏ ଗାଁରୁ ୩୩ ଜଣ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମସ୍ତ ସଂକ୍ରମିତ ହେଉଛନ୍ତି ନୂଆପଡ଼ା ଜିଲ୍ଲାର ଗୋଡାଲ ପଞ୍ଚାୟତ ବ୍ରାହ୍ମଣପଡା ଗାଁର । ଏହାପରେ ବ୍ରାହ୍ମଣପଡା ଗାଁକୁ ଜିଲ୍ଲା ପ୍ରଶାସନ ସିଲ୍ କରିଛି। ତେବେ ଏଠାକାର ଲୋକେ ଛତିଶଗଡ ସହିତ ସିଧାସଳଖ ସମ୍ପର୍କରେ ରହୁଥିବାରୁ ସେଠାରୁ ସଂକ୍ରମଣ ବ୍ୟାପିଥିବା ନେଇ ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା