Masthead

ରାଜ୍ୟରେ ୪୦୭ ସଂକ୍ରମିତ ଚିହ୍ନଟ, ୬ ମୃତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୪ ଜଣ ୧୮ ବର୍ଷରୁ କମ ବର୍ଗର ଆକ୍ରାନ୍ତ ଅଛନ୍ତି । ୪୦୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୮ ଜଣ କ୍ୱାରେଣ୍ଟାଇନରେ ଥିଲେ ବେଳେ ବାକି ୧୬୯ ଜଣ ଲୋକାଲ ରହଛନ୍ତି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୮,୩୬୬ ରେ ପହଞ୍ଚିଛି ।

ସେମାନଙ୍କ ମଧ୍ୟରୁ ୧୦,୧୫,୦୧୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୫୦୭୫ ଜଣ ଚିକିତ୍ସାଧିନ ଅଛନ୍ତି । ଆଜି ଆଉ ୬ ଜଣଙ୍କ କରୋନାରେ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୨୨୦ କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର