Masthead

ମହାମାରୀର ମହାରୂପ, ଲକ୍ଷେ ଟପିଲା କରୋନା ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : ଡେଣା ମେଲାଇ ଚାଲିଛି କରୋନା । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଇ ଚାଲିଛି ମହାମାରୀ କରୋନା । ଦେଶରେ ଏକ ଲକ୍ଷ ଟପିଛି କରୋନା ମୃତ୍ୟୁ ସଂଖ୍ୟା । ଦିନକରେ ୭୯ହଜାର ୪୭୬ ଜଣ ନୂତନ ଅକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୬୯ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୬୪ଲକ୍ଷ ୭୩ହଜାର ୫୪୫କୁ ବୃଦ୍ଧିପାଇବା ସହ ଦେଶରେ ମୋଟ କୋରନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୮୪୨ ଟପିଛି । ବର୍ତ୍ତମାନ ଦେଶରେ ମୋଟ ୯ଲକ୍ଷ ୪୪ହଜାର ୯୯୬ଟି ଆକ୍ଟିଭ କେଶ ରହିଥିବା ବେଳେ ଏମାନଙ୍କ ମଧ୍ୟରୁ ୫୪ଲକ୍ଷ ୨୭ ହଜାର ୭୦୬ ଜଣ ସୁସ୍ଥ ହୋଇ ସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱଟ କରି ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା