Masthead

ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା । ଦୁଷ୍କର୍ମ ଅଭିଯୋଗରେ ହୋଇଛନ୍ତି ଗିରଫ । ବାଲେଶ୍ୱରରୁ ଗିରଫ କଲା କମିଶନରେଟ୍ ପୋଲିସ । ନାବାଳିକା ଦୁଷ୍କର୍ମ ମାମଲାରେ ଗିରଫ କଲା ପୋଲିସ । ବାଲେଶ୍ୱରରୁ ବିଜେଡି ନେତାଙ୍କୁ ଗିରଫ କଲା ପୁଲିସ । ରାତିସାରା ଲକ୍ଷ୍ମୀସାଗର ପୁଲିସ କରିଥିଲା ରେଡ୍ । କାଲି 5 ଜଣ ସହଯୋଗୀ ଗିରଫ ହୋଇଥିଲେ । କର୍ପୋରେଟର୍‌ ଅମରେଶ ଜେନା ଓରଫ ବାୟାଁଙ୍କ ବିରୋଧରେ ସଙ୍ଗିନ୍‌ ଅଭିଯୋଗ ଆସିଛି ।

ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ ଓ ଗର୍ଭନଷ୍ଟ କରିବା ସହ ହତ୍ୟା ଧମକ ଦେବା ନେଇ ଲକ୍ଷ୍ମୀସାଗର ଥାନାରେ ଯୁବତୀ ଜଣଙ୍କ ଅଭିଯୋଗ କରିଥିଲେ । ଏନେଇ ଲକ୍ଷ୍ମୀସାଗର ଥାନା ପୁଲିସ କେସ୍‌ ନଂ-୩୯୪ରେ ବିଏନ୍‌ଏସ୍‌ ଦଫା ୬୪(୨)(ଏମ), ୮୯, ୨୯୬, ୩୫୧(୨) ଓ ପୋକ୍‌ସୋ ଆକ୍ଟ-୨୦୧୨ର ଧାରାର ୬ରେ ମାମଲା ରୁଜୁ କରିଥିଲା । ପୁଲିସ ମାମଲା ରୁଜୁ ପରେ ଯୁବତୀଙ୍କ ଡାକ୍ତରୀ ମଇନା କରାଇବା ସହ ବିଏନ୍‌ଏସ୍‌ଏସ୍‌ ଦଫା-୧୮୩ରେ ଯୁବତୀଙ୍କ ବୟାନ ରେକର୍ଡ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା