Masthead

ମହଙ୍ଗା ପଡିଲା ମହିଳା ପୋଲିସଙ୍କୁ ଦୁର୍ବ୍ୟବହାର, ଗିରଫ ହେଲେ କର୍ପୋରେଟର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହଙ୍ଗା ପଡିଲା ଦାଦାଗିରି । ଗିରଫ ହେଲେ କର୍ପୋରେଟର । ହାଇଟେକ୍ ଛକ ନିକଟରେ ଗୁରୁବାର ରାତିରେ କର୍ପୋରେଟର ଜୀବନ ରାଉତଙ୍କ ଦାଦାଗିରି ମହଙ୍ଗା ପଡିଛି । ମହିଳା ପୋଲିସ କର୍ମଚାରୀଙ୍କୁ ଦୁର୍ବ୍ୟବହାର ଓ ଆକ୍ରମଣ ଅଭିଯୋଗରେ ଶୁକ୍ରବାର ମଞ୍ଚେଶ୍ୱର ଥାନା ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୂଚନା ଅନୁଯାୟୀ ଗୁରୁବାର ଏନଏଚ୍-୧୬ କାମ ବନ୍ଦ କରି କର୍ପୋରେଟର ଓ ତାଙ୍କ ସହଯୋଗୀ ବଟି ମାଗୁଥିଲେ ଖବର ପାଇଁ ଘଟଣାସ୍ଥଳରେ ପୋଲିସ ପହଞ୍ଚି ବାରଣ କରିବାରୁ ମହିଳା ପୋଲିସ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ । ଏନେଇ ଏଏସଆଇ ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା ରୁଜୁ କରି ତାଙ୍କୁ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା