Masthead

ମିଳିଲା ପ୍ରତିଶ୍ରୁତି, ଧାରଣାରୁ ହଟିଲେ କର୍ପୋରେଟର

କଟକ(ବଡ଼ ଖବର ବ୍ୟୁରୋ): ଧାରଣରୁ ଉଠିଲେ ଆନ୍ଦୋଳନରତ କର୍ପୋରେଟର । ମିଠା ଖୁଆଇ ଓ ଫୁଲମାଳ ଦେଇ ଆନ୍ଦୋଳନକାରୀ କର୍ପୋରେଟରଙ୍କୁ ସ୍ୱାଗତ କଲେ ବାରବାଟୀ ବିଧାୟକ ମହମ୍ମଦ ମୋକିମ । ସିଏମସି କାର୍ୟ୍ୟାଳୟରେ ଆଲୋଚନା କଲେ ମେୟର ଓ କମିଶନର । ତେବେ ସମସ୍ତ ପ୍ରତିଶ୍ରୁତି ଦେବାରୁ ଆନ୍ଦୋଳନରୁ ହଟିଛନ୍ତି ବିରୋଧୀ କର୍ପୋରେଟର । କଟକ ମହାନଗର ନିଗମରେ ଦୁର୍ନୀତି ଚାଲିଥିବା ଅଭିଯୋଗ ଆଣି ୫ଦିନ ହେବ ଧାରଣାରେ ବସିଥିଲେ ବିରୋଧୀ ବିଜେପି ଓ କଂଗ୍ରେସର କର୍ପୋରେଟର । ତେବେ ଧାରଣାରେ ବସିଥିବା ସିଏମସି କର୍ପୋରେଟରଙ୍କ ମଧ୍ୟରୁ ଜଣେ ଗୁରୁତର ହେଇପଡିଥିଲେ । ୱାର୍ଡ ନମ୍ବର-୧ର କର୍ପୋରେଟର ଭାନୁ ସେନାପତି ଅସୁସ୍ଥ ହେବା ପରେ ତାଙ୍କୁ ଆମ୍ବୁଲାନ୍ସରେ ହସ୍ପିଟାଲକୁ ନିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି