Masthead

ଟ୍ରେନରେ ଶବ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ସୁରତ ଫେରନ୍ତାଙ୍କ ମୃତ୍ୟୁ। ସୁରତରୁ ଗାଁକୁ ଫେରିବା ରାସ୍ତାରେ ଟ୍ରେନରେ ଉଡିଗଲା ପ୍ରାଣବାୟୁ। ଆଜି ଏଭଳି ଘଟଣା ଘଟିଛି ପୁରୀ ଅହମ୍ମଦାବାଦ ଟ୍ରେନରେ। ମୃତ ବ୍ୟକ୍ତି ହେଲେ ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଖଣ୍ଡଦେଉଳି ଗ୍ରାମର ବିଶ୍ବନାଥ ଜେନା। ସେ ଗତକାଲି ସୁରତରୁ ଜଣେ ସମ୍ପର୍କୀୟଙ୍କ ସହ ପୁରୀ ଅହମ୍ମଦାବାଦ ଟ୍ରେନରେ ଖଲ୍ଲିକୋଟ ଷ୍ଟେସନ ଫେରୁଥିଲେ ।

ରାତି ୧୧ରେ ଟ୍ରେନରେ ହିଁ ବିଶ୍ବନାଥଙ୍କ ମୃତ୍ୟୁ ହୋଇଥିଲା। ଗାଡି ବ୍ରହ୍ମପୁର ଷ୍ଟେସନରେ ପହଞ୍ଚିବା ପରେ ଶବକୁ ବାହାର କରାଯାଇଥିଲା। ଏନେଇ ଜିଆରପି ପାଖରେ ଖବର ପହଞ୍ଚିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ତେବେ ମୃତ୍ୟୁରକାରଣ ଜଣାପଡାନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା