Masthead

ଚାଉଳ ବଦଳରେ ଟଙ୍କା ପାଇଲେ ହିତାଧିକାରୀ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ରାସନ୍ ଯୋଗାଣ ରେ ଅନିୟମିତତା ସାଙ୍ଗ କୁ ମନମୁଖୀ ଅଭିଯୋଗ । ଚାଉଳ ବଦଳରେ ଦିଆଗଲା ଟଙ୍କା ତାହା ପୁଣି ବଜାର ଦାମ୍ ଠାରୁ ଢେର୍ କମ୍ । ପୁଣି କାହାଠାରୁ ପାଞ୍ଚ ପାଞ୍ଚ କେଜି ଚାଉଳ କଟା ଯାଇଥିବାର ଅଭିଯୋଗ ।

ଅଭିଯୋଗ ଆଣିଛନ୍ତି ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ୍ ବାଘୁଆ ପଲ୍ଲୀ ପଞ୍ଚାୟତ ପୁରୁଷୋତ୍ତମ ପ୍ରସାଦର ଗ୍ରାମବାସୀ । ଏ ଅଭିଯୋଗ ନେଇ ପହଞ୍ଚିବା ପରେ ପଞ୍ଚାୟତ କର୍ତ୍ତୃପକ୍ଷ ଘଟଣାକୁ ଏଡ଼ାଇ ଦେବା ସହ କ୍ୟାମେରା ସାମ୍ନାରେ କିଛି କହିବାକୁ ମନା କରି ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ