Masthead

ଋଣ ଭାର ସୁଝିନପାରି ଦମ୍ପତିଙ୍କ ଆତ୍ମହତ୍ୟା

ପୁରୀ (ବଡ଼ ଖବର ବ୍ୟୁରୋ): ଋଣ ଭାର ସୁଝିନପାରି ଦମ୍ପତିଙ୍କ ଆତ୍ମହତ୍ୟା । ଋଣ ଭାର ସୁଝିନପାରି ନିଜ ଘରେ ବେକରେ ରସିଲଗାଇ ଝୁଲି ପଡିଲେ ସ୍ୱାମି ସ୍ତ୍ରୀ । ଦମ୍ପତି ପୁରୀ ଜିଲ୍ଲା କଣାସ ଥାନା ଅନ୍ତର୍ଗତ ଅଁଳାଯୋଡି ଗ୍ରାମର ବାନାମ୍ବର ବେହେରା ଓ ବନିତା ବେହେରା । ଗତକାଲି ଘରୋଇ ଫାଇନାନ୍ସ କମ୍ପାନୀର କର୍ମଚାରୀ ଟଙ୍କାମାଗି ଧମକ ଦେଇଥିବାରୁ ବାପା ମା ଆତ୍ମହତ୍ୟା କରିଥିବା ଦୁଇପୁଅ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା