Masthead

ଦୁର୍ଦ୍ଦାନ୍ତ ଅପରାଧୀକୁ କୋର୍ଟ ଚାଲାଣ

ମାହାଙ୍ଗା, (ବଡ଼ ଖବର ବ୍ୟୁରୋ): ଭଦ୍ରଶ୍ୱର ଫାଣ୍ଡି ଅଞ୍ଚଳରେ ବହୁ ଚର୍ଚ୍ଚିତ ରଞ୍ଜନ ମଲ୍ଲିକ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଜ୍ୟୋତି ପ୍ରକାଶ(ଜେପି) କୁ ଆଜି କୋର୍ଟ ଚାଲାଣ କରିଛି ମାହାଙ୍ଗା ପୋଲିସ । ଗତ ସେପ୍ଟେମ୍ବର ୬ ତାରିଖ ରାତିରେ ସୌମ୍ୟରଞ୍ଜନ ଓ ଜ୍ୟୋତିପ୍ରକାଶ ଖମାର ବେଳରପା ଗାଁର ରଞ୍ଜନ ମଲ୍ଲିକଙ୍କୁ ମରଣାତ୍ମକ ଆକ୍ରମଣ କରି ରାସ୍ତା କଡରେ ଫିଙ୍ଗିଦେଇଥିଲେ । ଉକ୍ତ ଘଟଣାରେ ପୋଲିସ ସୌମ୍ୟରଂଜନଙ୍କୁ ଗିରଫ କରିଥିଲେ ମଧ୍ୟ ଜେପି ଫେରାର ଥିଲା । ଦୀର୍ଘଦିନ ଧରି ପୋଲିସ ଆଖିରେ ଧୂଳିଦେଇ ବୁଲୁଥିବା ଜେପିଙ୍କୁ ଗିରଫ କରାଯାଇଛି । ଜେପିଙ୍କୁ ଗିରଫ କରିବା ପରେ ଆଜି କୋର୍ଟ ଚାଲାଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା