Masthead

ଟଙ୍କା ପାଇଁ କଙ୍ଗାରୁ କୋର୍ଟ

ପଟ୍ଟାମୁଣ୍ଡାଇ(ବଡ଼ ଖବର ବ୍ୟୁରୋ): ଟଙ୍କା ପାଇଁ କଙ୍ଗାରୁ କୋର୍ଟ । ଧାର ଆଣିଥିବା ଟଙ୍କା ସୁଝିନପାରିବାରୁ ମହିଲାଙ୍କ ମୁହଁରେ ବୋଳିଲେ କଳା । ଏ ଦୃଶ୍ୟ କେଉଁ ଦୁର୍ଗମ ପାହାଡିଆ ଆଦିବାସି ଅଞ୍ଚଳ ନୁହେଁ ବରଂ ଏ ହେଉଛି କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ଅଞ୍ଚଳର । ଜଣେ ମହିଳା କିଛି ଲୋକଙ୍କ ଠାରୁ ଟଙ୍କା ଉଧାର ନେଇଥିଲେ । ତେବେ ପରବର୍ତ୍ତୀ ସମୟରେ ମହିଳା ଜଣଙ୍କ ଟଙ୍କା ଦେଇ ନପାରିବାରୁ ତାଙ୍କ ମୁହଁରେ କଳା ମାରୁଛନ୍ତି ସ୍ଥାନୀୟ ଲୋକେ ।

ଏ ହେଉଛି ପଟ୍ଟାମୁଣ୍ଡାଇ ବେଲତଳ ହାଡିସାହି ଅଞ୍ଚଳର ଦୃଶ୍ୟ । ନିଜର ଅସହାୟର କାହାଣୀ କହୁଥିଲେ ବି ଯେପରି ସବୁ କିଛି ଭୁଲି ଯାଇଛନ୍ତି ଏହି ମହିଳାମାନେ । ତେବେ କୌଣସି ବଡ଼ ଧରଣର ବା ମୋଟା ଅଙ୍କର ଟଙ୍କା ନୁହେଁ, କିଛି ଟଙ୍କା ପାଇଁ ଏଭଳି ଅବସ୍ଥାର ଶିକାର ହୋଇଛନ୍ତି ଏହି ମହିଳା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ଭିଡ ହିଂସା ମାମଲା, ପୁଲିସ ୩ଜଣଙ୍କୁ ଅଟକ ରଖିଛି । 🔴 ଭତ୍ତା ହିତାଧିକାରୀଙ୍କୁ ମିଳିଲା ଆଶ୍ୱସ୍ତି 🔴 କ୍ରସ୍ ଭୋଟିଂ ଅଭିଯୋଗରେ ବିଜେଡିକୁ ଝଟକା 🔴 ଇସ୍ତଫା ଦେବେ ବ୍ରିଟେନ୍ ପିଏମ! 🔴 ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସମ୍ବଲପୁର ଭିଡ ହିଂସା ମାମଲା, ପୁଲିସ ୩ଜଣଙ୍କୁ ଅଟକ ରଖିଛି । 🔴 ଭତ୍ତା ହିତାଧିକାରୀଙ୍କୁ ମିଳିଲା ଆଶ୍ୱସ୍ତି 🔴 କ୍ରସ୍ ଭୋଟିଂ ଅଭିଯୋଗରେ ବିଜେଡିକୁ ଝଟକା 🔴 ଇସ୍ତଫା ଦେବେ ବ୍ରିଟେନ୍ ପିଏମ! 🔴 ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ