Masthead

କୋର୍ଟରେ ହାଜର ହେବେ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ ): ରିଲରେ ସ୍ୱାମୀ-ସ୍ତ୍ରୀ ଭୂମିକାରେ ନିଖୁଣ ଅଭିନୟ କରୁ କରୁ ରିଅଲ ଲାଇଫରେ ସ୍ୱାମୀ-ସ୍ତ୍ରୀ ହୋଇଯାଇଥିଲେ ବର୍ଷା ପ୍ରିୟଦର୍ଶିନୀ ଓ ଅନୁଭବ ମହାନ୍ତି । କିନ୍ତୁ ଏମାନଙ୍କ ଦାମ୍ପତ୍ୟ ଜୀବନ ବେଶିଦିନ ତିଷ୍ଠିପାରିନାହିଁ । ଦୁହିଁଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଫାଟ । ଜୀବନସାଥୀ ବର୍ଷାଙ୍କୁ ଛାଡପତ୍ର ଦେବା ପାଇଁ କେନ୍ଦ୍ରାପଡା ସାସଂଦ ତଥା ଫିଲ୍ମ ଅଭିନେତା ଅନୁଭବ ଦିଲ୍ଲୀର ପାଟିଆଲା କୋର୍ଟରେ ରୁଜୁ କରିଛନ୍ତି ମାମଲା । ଏହି ମାମଲାକୁ କଟକ ସ୍ଥାନାନ୍ତର ପାଇଁ ବର୍ଷା ମଧ୍ୟ କୋର୍ଟରେ ନିବେଦନ କରିଛନ୍ତି । ମାତ୍ର ଦିଲ୍ଲୀର ପଟିଆଲାରେ ଥିବା ପରିବାର ଅଦାଲତ ବର୍ଷାଙ୍କୁ ନୋଟିସ୍ ଜାରି କରିଛନ୍ତି । ଡିସେମ୍ବର ୧୦ରେ ହାଜର ହେବାକୁ ତାଙ୍କୁ ଅଦାଲତ ତାଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ କରିଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ