Masthead

କୋଭିଡ ସଚେତନତା ରଥର ଶୁଭାରମ୍ଭ

ଯାଜପୁର(ବଡ଼ ଖବର ବ୍ୟୁରୋ): କୋଭିଡ ସଚେତନତା ରଥକୁ ଯାଜପୁର ଗ୍ରାମ୍ୟ ଉନ୍ନୟନ ନିର୍ଦ୍ଦେଶକ ଇନ୍ଦମଣି ନାୟକ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ରାଜ୍ୟ ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ୟୁନିସେଫ ଓଡିଶା ଶାଖା ସହାୟତାରେ ଏହି ରଥ ଯାଜପୁର ଜିଲ୍ଲାର ୧୦ଟି ବ୍ଲକ ଓ ୨ଟି ମୁନିସିପାଲିଟି ଅଂଚଳ ପରିକ୍ରମା କରି ବାଣ୍ଟିବ ସଚେତନତା ବାର୍ତ୍ତା । କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଅକ୍ଷୟ କୁମାର ମଲ୍ଲିକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ ସେଠୀ, ଜିଲ୍ଲା ପଂଚାୟତ ଅଧିକାରୀ ଅଶୋକ ସେଠୀ, ଜିଲ୍ଲା କ୍ରିଡା ଅଧିକାରୀ ଫକୀର ମୋହନ ଟୁବୁଙ୍କ ସହ କଳାକାରମାନେ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ