Masthead

ତିନିଶତକ ମୁହାଁ କରୋନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ବେଲଗାମ । ତିନି ଶତକ ମୁହାଁ ହେଲାଣି ମହାମାରୀ କରୋନା । ଦୁଇ ଅଙ୍କରେ ଥିବା କରୋନା ଗ୍ରାଫ୍ ଏବେ ପୁରା ଦମରେ ଉପର ମୁହାଁ । ଗତ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୯୭ ପଜିଟିଭ । ସେଥିରୁ ୧୭୪ ଜଣ କ୍ୱାରେଣ୍ଟାଇନରୁ ପଜିଟିଭ ହୋଇଥିବା ବେଳେ ୧୨୩ଟି ରହିଛି ଲୋକାଲ କେସ । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୩୩ ଓ ନୂଆପଡାରୁ ୩୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୪୦ ହଜାର ୯୧୭ରେ ପହଂଚିଛି । ସପ୍ତାହେ ହେଲାଣୀ ଦୁଇ ଶତକ ମାରି ଚାଲିଛି ମହାମାରୀ କରୋନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା