Masthead

ଏଣ୍ଡେମିକ ପର୍ଯ୍ୟାୟରେ ପହଞ୍ଚି ସାରିଲାଣି କୋଭିଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଏଣ୍ଡେମିକ ପର୍ଯ୍ୟାୟରେ ପହଞ୍ଚି ସାରିଲାଣି କୋଭିଡ । ୧୦ ରୁ ୧୨ ଦିନ ପରେ କମିବ ସଂକ୍ରମଣ ହାର । ଏଣ୍ଡେମିକର ଅର୍ଥ ହେଉଛି ଏହି ରୋଗ ଏଣିକି ଆମ ଭିତରେ ରହିବ । କିନ୍ତୁ ଏହାର ପ୍ରଭାବ ବିପଦଜନକ ହେବ ନାହିଁ । ହସ୍ପିଟାଲରେ କୋଭିଡ ରୋଗୀ ସଂଖ୍ୟା ପୂର୍ବ ଲହର ଭଳି ବଢିବ ନାହିଁ । କୋଭିଡରୁ ବର୍ତ୍ତିବା ପାଇଁ ସତର୍କ ରହିବାକୁ ହେବ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଦେଶରେ ୨୪ ଘଣ୍ଟାରେ ସଂକ୍ରମଣ ସଂଖ୍ୟା ୧୦ହଜାର ପାର୍ କରିଛି । ଦେଶରେ କରୋନା ସଂକ୍ରମଣ ବଢୁଥିବା ଦେଖି ସିରମ ଇଣଷ୍ଟିଚୁ୍ୟଟ ଅଫ ଇଣ୍ଡିଆ ପୁଣି ଥରେ କୋଭିଶିଲ୍ଡ ଟିକା ଉତ୍ପାଦନ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି