ପିପିପି ମୋଡରେ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ

ପୁରୀ (ବଡ଼ ଖବର ବ୍ୟୁରୋ): କରୋନା ମହାମାରୀକୁ ଦୃଷ୍ଟିରେ ରଖି ପୁରୀରେ ହେବ ସ୍ୱତନ୍ତ୍ର କୋଭିଡ ହସ୍ପିଟାଲ । ପିପିପି ମୋଡରେ ପୁରୀରେ ହେବ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲ । ଭୁବନେଶ୍ୱର ସମ୍ ହସ୍ପିଟାଲ ପରିଚାଳନା କରିବ କୋଭିଡ୍ ହସ୍ପିଟାଲ । ୪୦ଟି ଆଇସିୟୁ ସହ ହସ୍ପିଟାଲରେ  ୪ଟି ଭେଣ୍ଟିଲେଟର ବ୍ୟବସ୍ଥା ରହିବ।

ହସ୍ପିଟାଲ ନିର୍ମାଣ ନେଇ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି । ସେପଟେ ୨୩ ତାରିଖରୁ ଆରଟି-ପିସିଆର ଟେଷ୍ଟିଂ ଅଚଳ ରହିଛି । ଆରଟି-ପିସିଆର ଟେଷ୍ଟିଂ ସେଣ୍ଟରରେ ତ୍ରୁଟି ଯୋଗୁଁ ଅଚଳ ଥିବା କହିଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ