କୋଭିଡ ରୋଗୀଙ୍କୁ ଦେଖିପାରିବେ ସମ୍ପର୍କୀୟ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): କୋଭିଡ୍ ହସ୍ପିଟାଲ୍‌ ଏବଂ କୋଭିଡ୍ କେୟାର ସେଣ୍ଟର ଗୁଡିକରେ ରୋଗୀଙ୍କ ସହିତ ସେମାନଙ୍କ ପରିବାର ସଦସ୍ୟ ଯୋଗାଯୋଗ କରିବା ପାଇଁ ବ୍ୟବସ୍ଥା କରିବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସମସ୍ତ ଘରୋଇ ଓ ସରକାରୀ କୋଭିଡ୍ ହସ୍ପିଟାଲରେ ସିସିଟିଭି କ୍ୟାମେରା ସଂଯୁକ୍ତ କରି ରୋଗୀଙ୍କ ସହ ସେମାନଙ୍କ ସମ୍ପର୍କୀୟଙ୍କୁ କଥାବାର୍ତ୍ତା କରାଯିବା ସୁବିଧା ପ୍ରଦାନ କରାଯିବ। ହ୍ବାଟସ୍‌ଆପ ମାଧ୍ୟମରେ ସମ୍ପର୍କୀୟଙ୍କ ସହ ଭଏସ୍ ମେସେଜ୍, ଫଟୋ ପ୍ରଦାନ କରିବା ପାଇଁ ମଧ୍ୟ ସୁବିଧା ପ୍ରଦାନ କରାଯିବ।

ସମସ୍ତ କୋଭିଡ୍ ହସ୍ପିଟାଲ୍, କୋଭିଡ୍ କେୟାର କେନ୍ଦ୍ରରେ ୨୪୍ଠ୭ ହେଲପ୍ ଡେସ୍କ୍ କାର୍ୟ୍ୟକ୍ଷମ ହେବ। କୋଭିଡ୍ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ସେମାନଙ୍କ ସମ୍ପର୍କୀୟଙ୍କୁ ତଥ୍ୟ ପ୍ରଦାନ କରାଯିବ। ଆବଶ୍ୟକ ସ୍ଥଳେ ରୋଗୀଙ୍କ ନିକଟତମଙ୍କୁ ହ୍ବାଟସ ଆପ କିମ୍ବା ଏସ୍‌ଏମ୍‌ଏସ୍ ଜରିଆରେ ସ୍ବାସ୍ଥ୍ୟାବସ୍ଥା ତଥ୍ୟ ପ୍ରଦାନ କରାଯିବ। ଏଥିପାଇଁ ଆବଶ୍ୟକ ଅନୁସାରେ ସ୍ବତନ୍ତ୍ର ଭାବରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ନିୟୋଜିତ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ