Masthead

କଟକରୁ ଚିହ୍ନଟ ହେଲା ପ୍ରଥମ କୋଭିଡ ଆକ୍ରାନ୍ତ

କଟକ(ବଡ଼ ଖବର ବ୍ୟୁରୋ): ଚିନ୍ତା ବଢ଼ାଉଛି କରୋନା । କଟକରୁ ଚିହ୍ନଟ ହେଲା ପ୍ରଥମ କୋଭିଡ ଆକ୍ରାନ୍ତ । ୪୫ ବର୍ଷୀୟ ଜଣେ ବ୍ୟକ୍ତି କୋଭିଡ ପଜିଟିଭ ହୋଇଥିବା ଟେଷ୍ଟରୁ ଜଣା ପଡିଛି । ସେ ଗତ କିଛି ଦିନ ଧରି ଥଣ୍ଡାଜ୍ୱରରେ ପୀଡ଼ିତ ଥିଲେ । କୋଭିଡ ଟେଷ୍ଟ୍‌ କରାଇବାରୁ ସେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ମେ ୮ ତାରିଖରେ ଭୁବନେଶ୍ବରରେ ଜଣେ ବୟସ୍କ ପୁରୁଷ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଥିଲେ । ତାଙ୍କୁ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ତେବେ ତାଙ୍କର ଟ୍ରାଭେଲ୍‌ ହିଷ୍ଟ୍ରି ଜଣାପଡ଼ି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା