Masthead

ହସ୍ପିଟାଲ ଆସିବାକୁ ଦରକାର ନାହିଁ କୋଭିଡ଼ ରିପୋର୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବଦଳିଲା ଜାତୀୟ କୋଭିଡ୍ ନୀତି । କୋଭିଡ୍ ସ୍ଥିତି ଦେଖି ନୀତି ବଦଳାଇଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ହସ୍ପିଟାଲରେ କୋଭିଡ୍ ରୋଗୀ ଭର୍ତ୍ତି ପାଇଁ ନିୟମ ବଦଳିଛି । କୋଭିଡ୍ ହସ୍ପିଟାଲରେ ଭର୍ତ୍ତି ହେବା ପାଇଁ ପଜିଟିଭ ଟେଷ୍ଟ ବାଧ୍ୟତାମୂଳକ ନୁହେଁ । ରୋଗୀ ଯେକୌଣସି ସ୍ଥାନରେ ହୋଇଥିଲେ ମଧ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇପାରିବେ ।

ଅକ୍ସିଜେନ ସହ ଅତ୍ୟାବଶ୍ୟକ ଔଷଧ ଦରକାର ହେଲେ ରୋଗୀଙ୍କୁ ଦିଆଯାଇପାରିବ । କୌଣସି ରୋଗୀଙ୍କୁ ସେବା ଦେବା ପାଇଁ ମନା କରିପାରିବେ ନାହିଁ ହସ୍ପିଟାଲ । ରୋଗୀଙ୍କ ସ୍ୱାସ୍ଥ୍ୟ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସେବା ଯୋଗାଇ ଦିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା