Masthead

ହସ୍ପିଟାଲ ଆସିବାକୁ ଦରକାର ନାହିଁ କୋଭିଡ଼ ରିପୋର୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବଦଳିଲା ଜାତୀୟ କୋଭିଡ୍ ନୀତି । କୋଭିଡ୍ ସ୍ଥିତି ଦେଖି ନୀତି ବଦଳାଇଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ହସ୍ପିଟାଲରେ କୋଭିଡ୍ ରୋଗୀ ଭର୍ତ୍ତି ପାଇଁ ନିୟମ ବଦଳିଛି । କୋଭିଡ୍ ହସ୍ପିଟାଲରେ ଭର୍ତ୍ତି ହେବା ପାଇଁ ପଜିଟିଭ ଟେଷ୍ଟ ବାଧ୍ୟତାମୂଳକ ନୁହେଁ । ରୋଗୀ ଯେକୌଣସି ସ୍ଥାନରେ ହୋଇଥିଲେ ମଧ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇପାରିବେ ।

ଅକ୍ସିଜେନ ସହ ଅତ୍ୟାବଶ୍ୟକ ଔଷଧ ଦରକାର ହେଲେ ରୋଗୀଙ୍କୁ ଦିଆଯାଇପାରିବ । କୌଣସି ରୋଗୀଙ୍କୁ ସେବା ଦେବା ପାଇଁ ମନା କରିପାରିବେ ନାହିଁ ହସ୍ପିଟାଲ । ରୋଗୀଙ୍କ ସ୍ୱାସ୍ଥ୍ୟ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସେବା ଯୋଗାଇ ଦିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା